Tuesday, 25 August, 2026г.
russian english deutsch french spanish portuguese czech greek georgian chinese japanese korean indonesian turkish thai uzbek

пример: покупка автомобиля в Запорожье

 

SRI JAGANNATH SAHASRANAMA ଶ୍ରୀ ଜଗନ୍ନାଥ ସହସ୍ରନାମ || Namita Agrawal

SRI JAGANNATH SAHASRANAMA ଶ୍ରୀ ଜଗନ୍ନାଥ ସହସ୍ରନାମ || Namita AgrawalУ вашего броузера проблема в совместимости с HTML5
ଶ୍ରୀ – ‘ଶ୍ରୀ’ର ଅର୍ଥ ଲକ୍ଷ୍ମୀ, ଐଶ୍ୱର୍ଯ୍ୟ, ବିଭବ, ଆଲୋକ । ସେ ଭକ୍ତି, ପ୍ରୀତି ଓ ଶୋଭା ପ୍ରଦାୟିନୀ ଶକ୍ତି । ସେ ଜଗନ୍ମୟ ଜ୍ୟୋତି ସ୍ୱରୂପ, ସେ ସର୍ବ ପ୍ରକାଶ୍ୟ, ସେ ହିଁ ପଥ ପ୍ରଦର୍ଶକ ଜ – ‘ଜ’ର ଅର୍ଥ ଉତ୍ପତ୍ତି, ବିଷ୍ଣୁ, ପିତାମାତା, ତେଜଃ । ସକଳ ସୃଷ୍ଟିର କାରଣ ହେଉଛନ୍ତି ଭଗବାନ ଜଗନ୍ନାଥ । ସର୍ବ ଦେବତା ତାଙ୍କଠାରୁ ସୃଷ୍ଟି । ସେ ବେଦ, ମନ୍ତ୍ର, ଯୋଗ, ଜ୍ଞାନ ଆଦିର ଉତ୍ପତ୍ତିସ୍ଥଳ । ସେ ହିଁ ଆରାଧ୍ୟ ଦେବତା ବିଷ୍ଣୁ, ସେ ହେଉଛନ୍ତି ସକଳ ପ୍ରାଣୀ ଜଗତର ପିତାମାତା । ସେ ସଂସାରର ସର୍ବକାରିଣୀ ଶକ୍ତିରୂପେ ବିଦ୍ୟମାନ । ଗ – ‘ଗ’ର ଅର୍ଥ ଗଗନ, ସ୍ୱର୍ଗ, ଗୁରୁ । ଅର୍ଥାତ୍ ସେ ହେଉଛନ୍ତି ଅନନ୍ତ, ସାଗର ପରି ଗଭୀର, ଗୋଲାପ ପରି କୋମଳ । ସେ ସମସ୍ତଙ୍କର ଗୁରୁ, ତାଙ୍କର ଶ୍ରୀଚରଣ ତଳେ ଆଶ୍ରୟ ପାଇବା ସମସ୍ତଙ୍କର କାମ୍ୟ । ନ୍ନା(ନ) – ‘ନ’ ର ଅର୍ଥ ନିରାକାର, ନିର୍ବିକାର, ଅବିନାଶୀ, ସ୍ଥାନାତୀତ, ନିର୍ମାୟା, ନିରୀହ, ନିର୍ମଳ । ନିରାକାର, ନିର୍ଗୁଣ, ନିତ୍ୟ, ଅବିନାଶୀ ପରମାତ୍ମା ପରମେଶ୍ୱରଙ୍କର ସାକାର, ସଗୁଣ ସ୍ୱରୂପ ହିଁ ଶ୍ରୀଜଗନ୍ନାଥ । ଥ – ‘ଥ’ର ଅର୍ଥ ପର୍ବତ, ଭୟତ୍ରାତା, ମଙ୍ଗଳ, ରକ୍ଷଣ । ସେ ଅଜେୟ, ଅନାଥର ନାଥ, ଭୟ ନାଶକ, ସର୍ବ ମଙ୍ଗଳକାରକ । ସେ ଦ୍ରୌପଦୀଙ୍କର ମାନ ରକ୍ଷଣ, ଗଜ ଉଦ୍ଧାରଣ ପରି ସମସ୍ତଙ୍କର ଦୁଃଖ ଦୂର କରନ୍ତି । Album: Shree Jagannatha Sahasra Nama Singer: Namita Agrawal Video Artiste: Namita Agrawal Music Director: Traditional Lyrics: Traditional Video Director: Bharati Krushna Producer: Sitaram Agrawal Music Label: Sidharth Music For Caller Tune : Operator Codes : Vodafone Subscribers Dial 53712805863 Airtel Subscribers Dial 5432111260884 Idea Subscribers Dial 567891346803 BSNL (South / East) Subscribers sms BT 1346803 To 56700 "Sidharth Music" ଏବଂ "Sidharth TV" ପ୍ରସ୍ତୁତ ଏହି ଭିଡିଓଟି ଯଦି ଭଲଲାଗିଥାଏ ତେବେ ଏହି Video କୁ Like ଏବଂ Share କରନ୍ତୁ I ଆମ ସହ ଯୋଡିହୋଇ ରହିବା ପାଇଁ ଏବଂ ସବୁଦିନ ନୂଆ ନୂଆ Video ର Notification ପାଇବା ପାଇଁ "Namita Agrawal" YouTube Channelକୁ Subscribe କରନ୍ତୁ ଓ Bell ? ର Button ନିଶ୍ଚୟ ପ୍ରେସ୍ କରନ୍ତୁ I ଧନ୍ୟବାଦ୍ I #SidharthMusic #SidharthTV #SitaramAgrawal #NamitaAgrawal
Мой аккаунт